ସୁସ୍ଥ ହେଲେ ଆଉ ୧୫୩୫ କରୋନା ଆକ୍ରାନ୍ତ

Odisha Hot News
1 Min Read

ଭୁବନେଶ୍ୱର:   ମଙ୍ଗଳବାର ରାଜ୍ୟରେ ଆଉ ୧୫୩୫ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୫୩୧୪ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାରୁ ୨୮୭, ସୁନ୍ଦରଗଡରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଟକରୁ ୮୪,  କୋରାପୁଟରୁ ୭୩, ବରଗଡରୁ ୭୦, ନୟାଗଡରୁ ୬୩, ମାଲକାନଗିରିରୁ ୫୮, ବାଲେଶ୍ୱରରୁ ୫୨ ଜଣ ରହିଛନ୍ତି ।

ସେହିପରି କଳାହାଣ୍ଡିରୁ ୪୭, ଭଦ୍ରକରୁ ୪୨, ଯାଜପୁରରୁ ୩୯, ଗଜପତିରୁ ୨୭, କେନ୍ଦ୍ରାପଡାରୁ ୨୦, ସମ୍ବଲପୁରରୁ ୨୦, ଝାରସୁଗୁଡାରୁ ୧୯, ମୟୂରଭଞ୍ଜରୁ ୧୭, କେଉଁଝରରୁ ୧୭, ଢେଙ୍କାନାଳରୁ ୧୫, ରାୟଗଡାରୁ ୧୪, ନବରଙ୍ଗପୁରରୁ ୧୩, ବଲାଙ୍ଗୀରରୁ ୭, ବୌଦ୍ଧରୁ ୭, ଜଗତସିଂପୁରରୁ ୬, ନୂଆପଡାରୁ ୨ ଓ ସୋନପୁରରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।

Share This Article