ଆଜି ବସିବ ବିଜେଡି ସଂସଦୀୟ ଦଳ ବୈଠକ

Odisha Hot News
0 Min Read

ଭୁବନେଶ୍ବର: ଆଜି ବସିବ ବିଜେଡି ସଂସଦୀୟ ଦଳ ବୈଠକ। ଅପରାହ୍ନରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବ ବୈଠକ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଭୁବନେଶ୍ବର: ଆଜି ବସିବ ବିଜେଡି ସଂସଦୀୟ ଦଳ ବୈଠକ। ଅପରାହ୍ନରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବ ବୈଠକ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ।

Share This Article