ଭୁବନେଶ୍ବର ୧୦।୦୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୮୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 9th Feb, 2021
New Positive Cases: 92
In quarantine: 54
Local contacts: 38
(Details of local contacts will be shared by concerned District Administration)
District Wise Cases:
1. Angul: 1
2. Balasore: 5
3. Bargarh: 14
4. Balangir: 2
5. Boudh: 2
— I & PR Department, Odisha (@IPR_Odisha) February 10, 2021
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ ରହିଛନ୍ତି ।
19. Sambalpur: 8
20. Sonepur: 1
21. Sundargarh: 11
New recoveries: 108
Cumulative tested: 7930729
Positive: 335889
Recovered: 333139
Active cases: 787
— I & PR Department, Odisha (@IPR_Odisha) February 10, 2021
Comment