ଭୁବନେଶ୍ବର ୨୧।୦୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୬୩୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 20th Feb
New Positive Cases: 58
In quarantine: 34
Local contacts: 24
(Details of local contacts will be shared by concerned District Administration)
District Wise Cases:
1. Angul: 2
2. Balasore: 2
3. Bargarh: 3
4. Balangir: 5
5. Boudh: 2
6. Cuttack: 4
— I & PR Department, Odisha (@IPR_Odisha) February 21, 2021
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୬୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୪୦୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୧୬୭୭୭୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Comment