ବାଲେଶ୍ୱର: ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ । ଏଥର ଦୁଷର୍ମର ଶିକାର ହେଲେ ବିଧବା ବୃଦ୍ଧା । ସୋର ମ୍ୟୁନିସିପାଲଟି ଖିରିକୁଣି ଗାଁରେ ଏପରି ଅବାନବୀୟ ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ କବାଟ ଭାଙ୍ଗି ଦୁର୍ବୃତ୍ତ ମାରଣାଅସ୍ତ୍ର ଦେଖାଇ ଜୋର ଜବରଦସ୍ତ ଦୁଷ୍କର୍ମ କରିଛନ୍ତି । ଦୁଷ୍କର୍ମର ଶିକାର ହୋଇଥିବା ୬୫ ବର୍ଷିୟା ବୃଦ୍ଧା ଲୋକ ଲଜ୍ଜ୍ୟା ସହିନପାରି ଆତ୍ମହତ୍ୟା କରିବାକୁ ଯିବାବେଳେ ପରିବାର ଲୋକ ଉଦ୍ଧାର କରି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି । ସୋର ପୋଲିସ ଅସଭ୍ୟ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଯାହାକୁ ନେଇ ସାରା ଜିଲ୍ଲାରାରେ ଚର୍ଚ୍ଚା ଲାଗିରହିଛି ।
ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
