ଚକ୍ରଧର ତ୍ରିପାଠୀ କୋରାପୁଟ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି

Odisha Hot News
0 Min Read

[ad_1]

କୋରାପୁଟ: କୋରାପୁଟସ୍ଥିତ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ନୂଆ କୂଳପତି ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ। ପ୍ରଫେସର ଆଇ.ରାମବ୍ରହ୍ମଙ୍କର ଦେହାନ୍ତ ପରେ ଦୀର୍ଘ ବର୍ଷ‌େ ହେଲା ଏହି ପଦବି ଖାଲି ପଡିଥିଲା। ପଶ୍ଚିମବଙ୍ଗର ବିଶ୍ୱ ଭାରତୀ ଓ ଶାନ୍ତିନିକେତନରେ ପ୍ରଫେସର ଭାବେ କାର୍ଯ୍ୟରତ ପ୍ରଫେସର ତ୍ରିପାଠୀ ଏହି ବିଶ୍ବବିଦ୍ୟାଳୟର ନୂତନ କୁଳପତି ଭାବେ ଦାୟିତ୍ବ ଗ୍ରହଣ କରିବେ।
ସୂଚନାଯୋଗ୍ୟ, ୨୦୨୧ ଜୁଲାଇରେ ସ୍ବର୍ଗତ ଆଇ.ରାମବ୍ରହ୍ମଙ୍କ ଦେହାନ୍ତ ପରେ କୋରାପୁଟସ୍ଥିତ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ କୁଳପତି ପଦବି ଖାଲି ପଡିଥିଲା। ଏବେ ୧୧ ପ୍ରତିଶତ ସ୍ଥାୟୀ ପଦବିରେ ବିଶ୍ବବିଦ୍ୟାଳୟ ପରିଚାଳତ ହେଉଛି।

[ad_2]

Source link

Share This Article