ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଖଇରାବ୍ଲକ କୁପରୀ ଗ୍ରାମରେ ଭୟାଭୟ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ତରଣ ସେନ ମହାପାତ୍ରଙ୍କ ଘରେ ଅଗ୍ନିକାଣ୍ଡ ଘଟି ୮ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି । ତେବେ ଏହାର ସୂଚନା ପାଇ ଅଗ୍ନିଶମ ବିଭାଗ ତୁରନ୍ତ ଘଟଣା ସ୍ଥଳରେ ପହଁଞ୍ଚଞ୍ôଚ ନିଆଁକୁ ଆୟତ କରିଥିଲା । ସୂଚନା ମୁତାବକ ଅଗ୍ନିକାଣ୍ଡରେ ଘରେ ଥିବା ସମସ୍ତ ଜିନିଷ ପୋଡି ଯାଇଥିବାବେଳେ , ଅନ୍ୟପଟେ ବିପନ୍ନ ପରିବାରକୁ ସାହାଯ୍ୟ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।
ଅଗ୍ନିକାଣ୍ଡରେ ୮ ବଖରା ଜଳି ପୋଡ଼ି ପାଉଁଶ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
