ଝାରସୁଗୁଡ଼ା: କଂଗ୍ରେସରୁ ଇସ୍ତଫା ଦେଇଥିବା ବରିଷ୍ଠ ବିଧାୟକ ନବ ଦାସ ଆଜି ବିଜେଡି ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନିଜର ଶତାଧିକ ସମର୍ଥକଙ୍କ ସହ ନବ ଶଙ୍ଖ ଫୁଙ୍କିଛନ୍ତି । ତାଙ୍କ ସହ ଝାରସୁଗୁଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଅନେକ କର୍ମକର୍ତ୍ତା ବିଜେଡିରେ ଯୋଗ ଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ା ଗସ୍ତ ବେଳେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସାଂସଦ ପ୍ରଭାସ ସିଂ, ବିଧାୟୀକା ଡ଼ାକ୍ତର ରାସେଶ୍ୱରୀ ପ୍ରାଣିଗ୍ରାହୀ ପୂର୍ବତନ ବାଚଷ୍ପତି କିଶୋର ମାହାନ୍ତି ପ୍ରମୁଖ ଯୋଗ ଦେଇଥିଲେ । ଏହି ମିଶ୍ରଣ ପର୍ବରେ ନବ ଓ ତାଙ୍କ ସମର୍ଥନଙ୍କ ବିଜେଡିରେ ଯୋଗଦାନ ବରଗଡ଼ ବିଜେଡ଼ିକୁ ବଳ ଦେଇଛି ।
ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନବଙ୍କ ହାତ ଫୁଙ୍କିଲା ଶଙ୍ଖ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
