ଯାଜପୁର: ଧର୍ମଶାଳା ଥାନା ନାଳକୁଳ ଗାଁରେ ଜଣେ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ସିଆପିଏଫ ଯବାନ ହେଲେ ସୌମ୍ୟରଞ୍ଜନ ପରିଡ଼ା । ସେ ୩ ମାସ ପାଇଁ ଘରକୁ ଛୁଟିରେ ଆସିଥିବା ବେଳେ ୨୭ ତାରିଖ ସନ୍ଧ୍ୟାରେ ସାଙ୍ଗମାନଙ୍କ ସହ ଏକ ବିବାହ ଭୋଜିକୁ ଯାଇଥିଲେ । କିନ୍ତୁ ବିଳମ୍ବିତ ରାତିରେ କେହି ତାଙ୍କୁ ଘର ସମ୍ମୁଖରେ ଅଚେତ ଅବସ୍ଥାରେ ଛାଡ଼ି ଦେଇ ଚାଲିଯାଇଥିଲେ । ପରିବାର ଲୋକ ପ୍ରଥମେ ଧର୍ମଶାଳ ସ୍ୱାସ୍ଥ୍ୟକେନ୍ଦ୍ର ପରେ ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲକୁ ନେଇଥିଲେ । ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସୌମ୍ୟଙ୍କ ମୃତ୍ୟୁକୁ ନେଇ ପରିବାର ଲୋକ ଥାନାରେ ହତ୍ୟା ଅଭିଯୋଗ ଆଣିଥିବା ବେଳ ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି । ଅନ୍ୟପଟେ ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକ ଅଭିଯୁକ୍ତକୁ ଗିରଫ ଦାବିରେ ମୃତ ଦେହ ରଖି ବରୁଆଁ- ବାଲିଚନ୍ଦ୍ରପୁର ରାସ୍ତାକୁ ଅବରୋଧ କରିଥିଲେ । ପୋଲିସ ଘଟଣାସ୍ଥଳରେ ପହଂଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିବା ପରେ ଆନ୍ଦୋଳନ ହଟିଥିଲା ।
ଯବାନଙ୍କ ମୃତ୍ୟୁ ନେଇ ହତ୍ୟା ଅଭିଯୋଗ ଆଣିଲେ ପରିବାର; ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରୋକ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
