ପୁରୀ: ବାହାରିଲା ଶ୍ରୀମନ୍ଦିର ଦଇତାପତି ନିଯୋଗ ନିର୍ବାଚନ ଫଳାଫଳ । ରବିନ୍ଦ୍ର ଦାସ ମହାପାତ୍ର ନୂଆ ସଭାପତି ହୋଇଥିବା ବେଳେ ସୂର୍ଯନାରାୟଣ ସ୍ୱାଇଁ ମହାପାତ୍ର ଉପ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସୂଚନା ଅନୁଯାୟୀ ୨୮ ତାରିଖରେ ଶ୍ରୀମନ୍ଦିର ଦଇତାପତି ନିର୍ବାଚନ ହୋଇଥିଲା । ଏହି ନିର୍ବାଚନରେ ୩୨ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ।ଏଥିରୁ ୮ ଜଣ ନାମାଙ୍କ ପତ୍ର ପ୍ରତ୍ୟାହାର କରିନେଇଥିବା ବେଳେ ୨ ଜଣଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଥିଲା ।
ବାହାରିଲା ଶ୍ରୀମନ୍ଦିର ଦଇତାପତି ନିଯୋଗ ନିର୍ବାଚନ ଫଳାଫଳ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
