ବରଗଡ଼: ସଦର ଥାନା ସଁୟା ଛକରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା କେମିକାଲ ବୋଝେଇ ଟ୍ରକ । ଓଲଟି ପଡ଼ିବାରୁ ଟ୍ୟାଙ୍କରଟି ନିଆଁ ଲାଗି ଭସ୍ମୀଭୂତ ହୋଇଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଂଚି ନିଆଁକୁ ଆୟତ କରିଥିଲେ । ସୂଚନାଅନୁଯାୟୀ କେମିକାଲ ଟ୍ୟାଙ୍କରଟି ଗୁଜୁରାଟ ଅଭିମୁଖ୍ୟେ ଯାଇଥିବା ବେଳେ ଆଜି ସଁୟା ଛକ ନିକଟରେ ଦୁର୍ଘଟଣା ହୋଇଥିଲା । ତେବେ ଚାଳକ ଜଣଙ୍କ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି । ଖବରପାଇଁ ବରଗଡ଼ ଏସଡ଼ିପିଓ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିବା ସହ ଯାତ୍ରୀଙ୍କ ସୁରକ୍ଷା ପାଇଁ ୬ ନଂମ୍ବର ଜାତୀୟ ରାଜପଥରେ ଗାଡ଼ି ଚଳାଚଳକୁ ବନ୍ଦ କରିଦେଇଛନ୍ତି ।
ବରଗଡ଼ ସଦର ଥାନା ସଁୟା ଛକରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା କେମିକାଲ ଟ୍ରକ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
