ପୁରୀ: ଶ୍ରୀକ୍ଷତ୍ରରେ ବିଜେପି ଜନଜାତି ଜାତୀୟ ମହାଅଧିବେଶନ ଆରମ୍ଭ ହୋଇଛି । ଦୁଇ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଆଜି ଶୁଭାରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ବିଜେପିର ବହୁ ହେବିୱଟ୍ ସାମିଲ ହୋଇଥିବା ବେଳେ ଆସନ୍ତାକାଲି ମଧ୍ୟ ବହୁ ବରିଷ୍ଠ ନେତା ଯୋଗ ଦେବେ । ଆଜି ଅସାମର ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲ, ଅରୁଣାଚଳ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ ଓ ତ୍ରିପୁରା ଉପ-ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି । ଏହି ସମାଦେଶରେ ଲକ୍ଷ ଲକ୍ଷ ଲୋକଙ୍କୁ ଏକାଠି କରିବାକୁ ଯୋଜନା କରିବା ସହ ଆଗାମୀ ନର୍ବାଚନରେ ରଣନୀତି ପ୍ରସ୍ତୁତି ହେବ । ତେବେ ଆସନ୍ତାକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଯୋଗ ଦେଇ କର୍ମୀମାନଙ୍କୁ ଗୁରୁମନ୍ତ୍ର ଦେବ ।
ଶ୍ରୀକ୍ଷତ୍ରରେ ବିଜେପି ଜନଜାତି ଜାତୀୟ ମହାଅଧିବେଶନର ଶୁଭାରମ୍ଭ; ଯୋଗ ଦେଲେ ୩ ମୁଖ୍ୟମନ୍ତ୍ରୀ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- 1win_uqkt on ସଂସାର ଉଜାଡ଼ି ଦେଲା ଘରୋଇ କଳି; ନିଷ୍ଟୁର ବାପ କିରୋସିନ ଢାଳି ଝିଅ ଉପରେ ନିଆଁ ଲଗାଇ ଦେଲା !
- Vivod iz zapoya na domy_bcSt on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
- JavierSum on ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ
- Vivod iz zapoya na domy_neei on ଭାରତ-ବେଲଜିୟମ ମ୍ୟାଚ୍ ଡ୍ର !
- 1win_ackt on ନୟାଗଡ ର୍ନିବାଚନମଣ୍ଡଳୀରୁ ପ୍ରଚାର ମୈଦାନକୁ ଓହ୍ଲାଇଲେ ନବୀନ
