ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ରପେୟା ପଞ୍ଚାୟତ ଧଉଳି ଗ୍ରାମରେ ଅଭାବନୀୟ ଘଟଣା । ଜଣେ ବିବାହିତ ମହିଳା ବେକରେ ଦୌଡିଦେଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି । ସୂଚନା ମୁତାବକ ପାରିବାରିକ କଳହରୁ ରାଜେନ୍ଦ୍ର ସାହାଣିଙ୍କ ସ୍ତ୍ରୀ ସୁମିତ୍ରା ସାହାଣୀ ଆତ୍ମହତ୍ୟା କରିଛନ୍ତି ।ଯାହାକୁ ନେଇ ବାପଘର ଲୋକେ ଥାନାରେ ହତ୍ୟା ଅଭିଯୋଗ ଆଣିଥିବା ବେଳେ ଶାଶୁଘର ଲୋକ ଏହାକୁ ଆତ୍ମହତ୍ୟାର ରୂପ ଦେଇଛନ୍ତି । ତେବେ ଏହାକୁ ନେଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ କରିବା ସହ ତଦନ୍ତ ଜାରି ରଖିଛି ।
ବାଲେଶ୍ୱର ସିମୁଳିଆଥାନା ଧଉଳିଗ୍ରାମରେ ବଧୁ ଆତ୍ମହତ୍ୟା
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
