ନବରଂଗପୁର : ନବରଂଗପୁରରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଦିନ ୧୧ଟା ୫୫ରେ ଉମରକୋଟରେ ପହଞ୍ଚିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦୯୭ କୋଟି ଟଙ୍କା ବ୍ୟୟରେ ୧୬ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ । ସେହିପରି ୧୯ କୋଟି ଟଙ୍କା ବ୍ୟୟରେ ୧୨ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ସେପଟେ ଆଜି କୋରାପୁଟ ଜୟପୁରରେ ବିଜେଡ଼ିର ଯୁବ ସମାବେଶ । ବିଜୁ ଯୁବ ବାହିନୀ ପକ୍ଷରୁ ଆଂଚଳିକ ସମାବେଶ ରଖାଯାଇଥିବା ବେଳେ ଏଥିରେ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୟପୁର ଏକମ୍ବା ପଡ଼ିଆରେ ଏଥିପାଇଁ ଦିନ ୩ଟା ବେଳେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରଖାଯାଇଛି । ଏନେଇ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏହା ବ୍ୟତୀତ ଆଜି ମୁଖ୍ୟମନ୍ତ୍ରୀ କୋରାପୁଟରେ ୧୧ଶହ ୩୬ ଦଶମିକ ୪୧ କୋଟି ଟଙ୍କା ମୁଲ୍ୟର ୩୧ଟି ଜନହିତକାରୀ ପ୍ରକଳ୍ପର ଉଦଘାଟନ କରିବେ । ଏଥିରେ ରହିଛି ତେଲେଙ୍ଗିରି ଜଳସେଚନ ପ୍ରକଳ୍ପ, ୪୧ଟି ଅଙ୍ଗନୱାଡ଼ି କେନ୍ଦ୍ର, କୋଲାବ ନଦୀ ଉପରେ ହାଇଲେଭେଲ୍ ସେତୁ ପରି ଏକାଧିକ ଲୋକକଲ୍ୟାଣକାରୀ ପ୍ରକଳ୍ପ ।
ଆଜି ମୁଖ୍ୟମନ୍ତ୍ରୀଙ୍କ ନବରଙ୍ଗପୁର, କୋରାପୁଟରେ ଗସ୍ତ : ୧୦୯୭ କୋଟି ଟଙ୍କା ବ୍ୟୟରେ ୧୬ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ ।
- Advertisement -
Stay Connected
Comment
- Cifrovoe zdravoohranenie_vfPi on ମୋଦି ଅର୍ଥ ମୁଣା ଏବେ ସହର ମୁହାଁ; ଗାଁ ଚାଷୀ, ମୂଲିଆ ଭକୁଆ !
- Lincolnvor on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
- Kennethnix on ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
- GeraldDip on ରଥଖଳା ଚଳଚଞ୍ଚଳ, ଦ୍ବିତୀୟ ଭୁଇଁ ଉଠିବ ଆଜି
- HermanVak on ଗାଁ ଦାଣ୍ଡରେ୪ ଜଣଙ୍କୁ ଟାଙ୍ଗିଆରେ ହାଣି ଯୁବକ ଗିରଫ

Choć na polskim rynku platforma Vavada.net jest obecna od stosunkowo niedawna, nasz globalny debiut miał miejsce już w 2017 roku. Od tego czasu zdołaliśmy zbudować solidne zaufanie wśród tysięcy miłośników hazardu nad Wisłą. Każdego dnia nasz portal rejestruje wizyty ponad 8000 aktywnych użytkowników, co stanowi najlepszy dowód na nasz dynamiczny rozwój. Społeczność graczy docenia nas przede wszystkim za bezproblemowe działanie, świetne bonusy oraz fachowe podejście do klienta.