ଅକ୍ଲାଣ୍ଡ,୧୯।୧୦- ପାକିସ୍ତାନ ବିପକ୍ଷରେ ୟୁଏଇଠାରେ ହେବାକୁ ଥିବା ଦିନିକିଆ ସିରିଜ୍ରୁ ନ୍ୟୁଜିଲାଣ୍ଡର ଓପନର ମାର୍ଟିନ ଗୁପଟିଲ ବାଦ୍ ପଡ଼ିଛନ୍ତି। ପ୍ଲଙ୍କେଟ ଶିଲ୍ଡ ଘରୋଇ ପ୍ରତିଯୋଗିତାରେ ଖେଳୁଥିବାବେଳେ ତାଙ୍କ ମାଂସପେଶୀ ଟାଣି ହୋଇଯାଇଥିଲା। ସ୍କାନ କରାଯିବା ପରେ ତାଙ୍କୁ ସମ୍ପୂର୍ଣ୍ଣ ଫିଟ୍ ହେବା ଲାଗି ଅତିକମ୍ରେ ୪ ସପ୍ତାହ ଲାଗିବ। ଏସି ସିରିିଜ୍ରେ ୩ ଦିନିକିଆ ଓ ୩ ଟି୨୦ ମ୍ୟାଚ୍ ଖେଳାଯିବ। ଏହାପରେ ନଭେମ୍ବର ୧୬ରୁ ଟେଷ୍ଟ ସିରିଜ୍ ଆରମ୍ଭ ହେବ। ଏଣୁ ଟେଷ୍ଟ ସିରିଜ୍ରେ ଗୁପଟିଲ ଖେଳିପାରିବେ। ମାତ୍ର ସେ ଗତ ଦୁଇ ବର୍ଷ ହେଲା ଅନ୍ତର୍ଜାତୀୟ ଟେଷ୍ଟରେ ଖେଳି ନାହାନ୍ତି।
ପାକିସ୍ତାନ ଗସ୍ତରୁ ଗୁପଟିଲ ବାଦ୍
Leave a Comment
Leave a Comment
- Advertisement -
Stay Connected
Comment
- Lawsonkic on ଶ୍ରୀମନ୍ଦୀର ପ୍ରଶାସନ ପକ୍ଷରୁ ୯ସେବାୟତଙ୍କୁ ନୋଟିସ୍ ଜାରି !
- KarlVorse on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
- aviator_lzOr on ଧଳା ଜହର ମାୟାରେ ଟ୍ୱିନ୍ ସିଟି
- Anthonystile on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- Normanmop on ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଡିକକ୍
