ସାଲେପୁର: ପୁଣି ମାତିଲେ ଏଟିଏମ ଲୁଟେରା । କଟକ ଜିଲ୍ଲା ସାଲେପୁର ଥାନା ରାଇସୁଗୁଡ଼ା ବଜାରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମ ତାଡ଼ି ଲୁଟିନେଲେ । ଆଜି ସକାଳେ ଭାରତୀୟ ଷ୍ଟେଟ ବ୍ୟାଙ୍କ ଏଟିଏମ ମେସିନି ଭଙ୍ଗା ହୋଇଥିବା ଜଣା ପଡ଼ିବା ପରେ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରି ସହରରେ ଛାନଭିନ୍ ଆରମ୍ଭ କରିଛି । ତେବେ ଏଟିଏମରୁ କେତେଟଙ୍କା ଚୋରି ହୋଇଛି ତାହା ସ୍ପଷ୍ଟ ହୋଇନଥିବା ଜଣା ପଡ଼ିଛି
ସାଲେପୁର ଥାନା ରାଇସୁଗୁଡ଼ା ବଜାରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମ ତାଡ଼ି ଲୁଟିନେଲେ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
