ଭବାନୀପାଟଣା: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଭବାନୀପାଟଣା ଗସ୍ତକୁ ନେଇ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଂଚିଛି । ମହିଳା ସମାବେଶ ହେବାକୁ ଥିବାବେଳେ ସଜେଇ ହେଲାଣି ରାଧାକ୍ରିଷ୍ଣନଗର । ସମାବେଶରେ ହଜାର ହଜାର ମହିଳା ଯୋଗ ଦେଉଥିବାରୁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ମଧ୍ୟ ସରିଛି । ଗତକାଲି ମୁଖ୍ୟମନ୍ତ୍ରୀ ଜୁନାଗଡ଼ ଠାରେ ଏକ ମିଶ୍ରଣ ପର୍ବରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲ୍ଲାର ବିଜେଡି କର୍ମୀମାନେ ଦିନରାତ୍ରୀ ଏକ କରି ଦେଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଜୁନାଗଡ଼ ଠାରେ ବିଜ ପଟ୍ଟନାୟକ ଇଣ୍ଡୋର ଷ୍ଟାଡ଼ିୟମ, ହାତୀନଦୀ ବ୍ରିଜ୍ , ସମେତ ଅନେକ ଯୋଜନାର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଯାହାକୁ ନେଇ ଯୋଜନା ସଚିବ ସୁଜିତ କୁମାର ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ଭବାନୀପାଟଣା ଗସ୍ତକୁ ନେଇ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_nrSl on ଲକ୍ଡାଉନ୍ରେ ଫସିଲା ପୁଅ: ୧୪୦୦କି.ମି. ସ୍କୁଟି ଚଳାଇ ଘରକୁ ଆଣିଲେ ମା’
- melbet_jzki on ଦ୍ୱିତୀୟ ଟେଷ୍ଟ ମ୍ୟାଚରୁ ବାଦ ପଡ଼ିଲେ ରୋହିତ ଓ ଅଶ୍ୱିନୀ !
- 1win_fePn on ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା
- 1win_pgPn on ନିଖୋକ ପରେ ପାହଡ ତଳୁ ମିଳିଲା ନାବାଳିକାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ଏହା ଅସ୍ପଷ୍ଟ !
- melbet_zski on ପ୍ରଶାସନିକସ୍ତରରେ ଅଦଳବଦଳ
