ଭୁବନେଶ୍ୱର : ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ସକାକଳୁ ସକାଳୁ ପ୍ରବଳ ବର୍ଷା ସାଙ୍ଗକୁ ଧୂଳିଝଡ଼ ଦେଖିବାକୁ ମିଳିଥିଲା । ଏପରିକି ଭୋର ସମୟରୁ ବର୍ଷା ଲାଗି ରହିଥିବା ବେଳେ ତା’ ସାଙ୍ଗକୁ ଘନ କୁହୁଡି ଦେଖିବାକୁ ମିଳିଛି । ତେବେ ହଠାତ୍ ଏଭଳି ପାଗ ପରିବର୍ତ୍ତନ ଯୋଗୁ ସାଧାରଣ ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଟ୍ୱିନ ସିଟି କଟକ ଓ ଭୁବନେଶ୍ୱର ଛଡା ରାଜ୍ୟର ବିଭିନ୍ନ ଅଞ୍ଚଳ ଯେପରିକି ସମ୍ବଲପୁର , ଯାଜପୁର, କେନ୍ଦ୍ରପଡ଼ା ଭଳି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇଛି । ଏଭଳି ଅଦିନିଆ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କମ୍ ରହିଛି ଏବଂ ଶୀତର ପ୍ରକୋପ ଦେଖିବାୁ ମିଳିଛି
ଅଦିନିଆ ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
