ଭୁବନେଶ୍ୱର : ଭଦ୍ରକ ଜିଲା ବାସୁଦେବପୁରର ରକ୍ତତୀର୍ଥ ଇରମଠାରେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂ ଏବଂ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚି ଶହୀଦ ସମାଧି ପୀଠରେ ମାଲ୍ୟାର୍ପଣ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ବରିଷ୍ଠ ଭାଜପା ନେତା ମାଧବାନନ୍ଦ ମଲିକ, ରାଜ୍ୟକାର୍ଯ୍ୟକାରିଣୀ ସଦସ୍ୟ ଦୀନବନ୍ଧୁ ପତି ଓ ଜିଲା ଉପସଭାପତି ଅଶୋକ ସାହୁ ମଧ୍ୟ ଉପସ୍ଥିତ ଥିଲେ
ଇରମ ଶହୀଦ ପୀଠରେ ମାଲ୍ୟାର୍ପଣ କଲେ ଗୃହମନ୍ତ୍ରୀ। ଓ ଧର୍ମେନ୍ଦ୍ର ପ୍ରଧାନ

Leave a Comment
Leave a Comment
- Advertisement -