ଦାରିଙ୍ଗିବାଡି : କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ନିକଟ ୫୯ନଂ ଜାତୀୟ ରାଜପଥ ର ବୁଡାଗୁଡା ଛକରେ ଓଡିଶା ରାଜ୍ୟ କମିଟି ସିପିଆଇ (ମାଓବାଦୀ)ଙ୍କ ପକ୍ଷରୁ ଲାଲ ବ୍ୟାନର ସହ ପୋଷ୍ଟର ଲଗାଯାଇଛି। ସେଥିରେ ନବୀନ ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ ଓ ଚାଷୀ ସମସ୍ୟା ସମାଧାନ ଦାବିରେ ନବ ନିର୍ମାଣ କୃଷକ ସଂଘ ପକ୍ଷରୁ ଫେବୃଆରୀ ୨୧ ବନ୍ଦ ଡାକରାକୁ ସମର୍ଥନ ସହ ପୁଲୁୱାମା ଆକ୍ରମଣ ମୋଦି ସରକାର ଫାସିବାଦ ନିତୀର ପରିଣାମ ବୋଲି ଉଲ୍ଲେଖ ରହିଛି।
ପୁଣି ମାଓବାଦୀଙ୍କ ଲାଲ୍ ବ୍ୟାନର୍
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Nathanlof on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- chicken-road_vgka on ଜୁଲାଇ ୨୪ରେ ଯୁକ୍ତ ୩ ପରୀକ୍ଷା ହେବ : ଉଚ୍ଚଶିକ୍ଷା ମନ୍ତ୍ରୀ
- DavidElIfe on ବିଜେପୁର: ୩ଦଳର ପ୍ରାର୍ଥୀ ଚୟନ ଉପରେ ନଜର
- JonathanErusy on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
- jugar 21 en casino on ପ୍ରେମ ବିବାହକୁ ନେଇ ଗାଁରେ ବସିଲା କଙ୍ଗାରୁକୋର୍ଟ: ଶଳା ବାହାଘର ଭିଣାଇକୁ ଦଣ୍ଡ !
