ଭୁବନେଶ୍ୱର: ବରଗଡରେ ଆଜି ଚାଷୀ ମହାସମାବେଶ କରିବେ ନବୀନ । ଏହି ସମାବେଶରେ କାଳିଆ ଯୋଜନାରେ ଚାଷୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୧୪ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ସହାୟତା ଟଙ୍କା ବାଂଟିବେ ମୁଖ୍ୟମନ୍ତ୍ରୀ । କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନାରେ ସହାୟତା ଟଙ୍କା ମିଳିବ । ବରଗଡର ସୋହେଲା ଚାଷୀ ସମାବେଶରେ କାଳିଆ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଂଟକୁ ଯିବ ଟଙ୍କା । ଏହା ସହିତ ଆଜି ବରଗଡ ଜିଲ୍ଲା ଗସ୍ତ ଅବସରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ ।
ବରଗଡରେ ଆଜି ଚାଷୀ ମହାସମାବେଶ କରିବେ ନବୀନ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
