ଭୁବନେଶ୍ୱର: ଭାରତୀୟ ବାୟୁ ସେନା ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦର ପ୍ରଶିକ୍ଷଣ ଶିବିର ଉପରେ କରିଥିବା ସର୍ଜିକାଲ୍ ଷ୍ଟ୍ରାଇକ୍କୁ ସାରା ଦେଶ ପ୍ରଶଂସା କରୁଛି। ବାୟୁ ସେନାର ଏପରି ସାହସିକତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବାୟୁସେନାକୁ ସାଲ୍ୟୁଟ୍ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ନିଜ ଟୁଇଟର୍ ଆକାଉଣ୍ଟ୍ରେ ଲେଖିଛନ୍ତି ‘ଆମ ରାଷ୍ଟ୍ରର ପ୍ରତିରକ୍ଷା ଲାଗି ଆଜି ଭୋରରୁ ଆତଙ୍କବାଦୀଙ୍କ ଶିବିର ଉପରେ ଆକ୍ରମଣ କରିଥିବାରୁ ଭାରତୀୟ ବାୟୁସେନାକୁ ସାଲ୍ୟୁଟ୍।’
ଭାରତୀୟ ବାୟୁ ସେନାକୁ ଟୁଇଟ କରି ସାଲ୍ୟୁଟ ଜଣାଇଲେ ନବୀନ

You Might Also Like
Leave a Comment
Leave a Comment
- Advertisement -