ଜମ୍ମୁ-କଶ୍ମୀରା : ଶୋପିଆନ୍ରେ ଆଜି ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ପାରାମିଲିଟାରୀ ଫୋର୍ସ, ସିଆର୍ପିଏଫ୍ ଏବଂ ଏସ୍ଓଜି ସୁରକ୍ଷାକର୍ମୀଙ୍କ ପକ୍ଷରୁ ମିଳିତ ଅପରେଶନ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଥବରେ ୨ ଜଣ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସୁରକ୍ଷା ଦୃଷ୍ଟିରୁ କେତେକ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ କରିଦିଆଯାଇଛି।
ଶୋପିଆନ୍ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ : ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Xandertaupe on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
- Duncansairl on ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ
- ClydeRat on ଆଜି ମାଟ୍ରିକ୍ ପରୀକ୍ଷାଫଳ
- MauriceSow on ରାଜ୍ୟ ଅଙ୍ଗନୱାଡ଼ି କର୍ମୀଙ୍କ ଆଭିମୁଖ୍ୟ ଥିଲା ଗରମ ଏବେ ନରମ !
- KieranNoirl on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
