ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ମନ୍ତ୍ରୀ ପରିଷଦ ବୈଠକ। ଅପରାହ୍ନ ୪ଟା ୧୫ ମିନିଟରେ ସଚିବାଳୟରେ ହେବାକୁ ଥିବା ବୈଠକରେ ନିର୍ବାଚନ ପ୍ରତିଶ୍ରୁତି ମୁତାବକ ସରକାର ଲୋକଙ୍କ ପାଇଁ ବିକାଶମୂଳକ କାର୍ଯ୍ୟ କରିବାରେ କେତେ ସଫଳ ହୋଇଛନ୍ତି ତାର ସମୀକ୍ଷା କରାଯିବ। ଏହାସହିତ ଆଗାମୀ ନିର୍ବାଚନରେ ଓଡ଼ିଶାବାସୀ ସରକାରଙ୍କଠାରୁ କଣା ଆଶା ରଖୁଛନ୍ତି, ତାର ଚିଠା ତାଲିକା ମୁଖ୍ୟମନ୍ତ୍ରୀ ମନ୍ତ୍ରୀମାନଙ୍କ ଠାରୁ ସଂଗ୍ରହ କରିବେ।
ଆଜି ମନ୍ତ୍ରୀ ପରିଷଦ ବୈଠକ
06/06/16 - BHUBANESWAR: Chief Minister Naveen Patnaik briefing the media on the achievement of his Govrnment after completion of two years at Secretariat, in Bhubaneswar on Monday -- Express photo by Shamim Qureshy
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- GaryEntef on ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।
- RodolfoBut on ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଡିକକ୍
- Bertenada on ରାଜ୍ୟ ଅଙ୍ଗନୱାଡ଼ି କର୍ମୀଙ୍କ ଆଭିମୁଖ୍ୟ ଥିଲା ଗରମ ଏବେ ନରମ !
- Calebadund on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
- Brendonprize on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
