କେନ୍ଦ୍ରାପଡା : ଦୁର୍ଗମ ଅଂଚଳରେ ଆମ୍ବୁଲାନ୍ସ ନଥିବାରୁ ଅନେକ ସମୟରେ ଲୋକଙ୍କ ଜୀବନ ଚାଲିଯାଉଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ପ୍ରଥମ ଥର ଲାଗି ଆରମ୍ଭ ହୋଇଛି ବୋଟ୍ ଆମ୍ବୁଲାନ୍ସ ସେବା । ଏହି ଆମ୍ବୁଲାନ୍ସରେ ଅକ୍ସିଜେନ, ସାଲାଇନ ଭଳି ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ରହିବ । ଆଉ ରୋଗୀକୁ ପ୍ରାଥମିକ ସେବା ଯୋଗାଇଦିଆଯିବ । ଆମ୍ବୁଲାନ୍ସରେ ଜଣେ ଫାର୍ମାସିଷ୍ଟ, ଜଣେ ଆଟେଣ୍ଡାଂଟ ଓ ଦୁଇଜଣ କର୍ମଚାରୀ ରହିବେ । ବୋଟ ଆମ୍ବୁଲାନ୍ସ ସେବା ଦ୍ୱାରା ସ୍ଥାନୀୟ ଅଂଚଳରେ ପ୍ରାୟ ୨୦ ହଜାର ଲୋକ ଉପକୃତ ହୋଇପାରିବେ । କେନ୍ଦ୍ରାପଡାର ମହାକଳାପଡା ବତୀଘରେ ଏହି ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି । ଏହି ଆମ୍ବୁଲାନ୍ସ ନଦୀରେ ଚାଲିବ । ନୂଆବର୍ଷରେ ଏହି ଅଂଚଳରେ ଡଙ୍ଗାବୁଡି ୧୧ଜଣ ପ୍ରାଣ ହରାଇଥିଲେ । ଠିକ ସମୟରେ ଆମ୍ବୁଲାନ୍ସ ପଂହଚିବା ବି ସମ୍ଭବ ହୋଇପାରିନଥିଲା ।
କେନ୍ଦ୍ରାପଡାର ମହାକାଳପଡାରେ ଆରମ୍ଭ ହେଲା ରାଜ୍ୟର ପ୍ରଥମ ବୋଟ୍ ଆମ୍ବୁଲାନ୍ସ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
