ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ

Odisha Hot News
0 Min Read

ପୁଞ୍ଚ: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପକ୍ଷରୁ ରବିବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏଥିରେ ଜଣେ ଯବାନ ଶହୀଦ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଶନିବାର ମଧ୍ୟ ପାକିସ୍ତାନ ପୁଞ୍ଚ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା। ପାକିସ୍ତାନ ବାରମ୍ବାର ଏଭଳି ଅସ୍ତ୍ରବିରତି ଉଲ୍ଲଂଘନ କରି ନିଜ ହୀନମନ୍ୟତାର ପରିଚୟ ଦେଉଛି।

Share This Article
Leave a Comment