ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ଜଗତସିଂହପୁର ଜିଲ୍ଲାର ପାରଦୀପ ବିଧାୟକ ଦାମଙ୍କୁ ବହିଷ୍କୃତ କରାଯାଇଇଥିବା ଜଣାପଡ଼ିଛି। ବିଜୁ ଜନତା ଦଳ ସଂପାଦକ ବିଜୟ କୁମାର ନାୟକ ଏକ ପ୍ରେସ୍ ଇସ୍ତାହାରରେ ଏହା ଜଣାଇଛନ୍ତି ।
ଦାମୋଦର ରାଉତ ଦଳରୁ ବହିଷ୍କୃତ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- vox_ftMi on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
- vox_rgoi on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
- Jamesvoith on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
- vox_plMi on ଆଜିର ରାଶିଫଳ
- vox_hxoi on ଆଜିର ରାଶିଫଳ
