ମାର୍ଚ୍ଚ ୨୫ ତାରିଖ ୨୦୧୯ମସିହା (ସୋମବାର)
କାଳବେଳା – ଦିବା ଘ୦୭/୨୦ଗତେ ଘ୦୮/୫୫ମଧ୍ୟେ
ବାରବେଳା-ଦିବା ଘ୦୩/୦୨ଗତେ ଘ୦୫/୨୫ମଧ୍ୟେ
ଅମୃତବେଳା – ଦିବା
ଘ୦୭/୨୦ମଧ୍ୟେ ଓ ଘ୦୧/୨୬ଗତେ ଘ୦୨/୫୫ମଧ୍ୟେ
ମାହେନ୍ଦ୍ର ବେଳା-* ଦିବା
ଘ୦୮/୫୩ ଗତେ ଘ୧୦/୨୦ମଧ୍ୟେ ଓ ରାତ୍ରି ଘ୧୧/୫୫ଗତେ ଘ୦୧/୨୦ମଧ୍ୟେ
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।
ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ ଏବଂ ମାନସିକ ରୂପରେ ସ୍ଵାସ୍ଥ୍ୟ ଭଲ ରହିବ।
ମିଥୁନ : ଆଜି ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ଆପଣଙ୍କ ଦିନ ଶାରୀରିକ ଏବଂ ମାନସିକ ଅସୁସ୍ଥତା ସହିତ କଟିବ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ।
କର୍କଟ : ଆଜି ବ୍ୟାପାରରେ ଲାଭ ହେବ ଏବଂ ଆୟର ସ୍ରୋତରେ ବୃଦ୍ଧି ହୋଇପାରେ। ମିତ୍ରମାନଙ୍କଠାରୁ ଲାଭ ହେବ ଏବଂ ତାଙ୍କ ସହିତ ସାକ୍ଷାତକରି ଆନନ୍ଦଲାଭ କରିବେ। ବିବାହୋତ୍ସୁକମାନଙ୍କ ପାଇଁ ବିବାହର ଯୋଗ ଭଲ ଅଛି। ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ।
ସିଂହ : ଆଜି ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରତିଭା ବଢ଼ିପାରେ। ଚାକିରିରେ ପ୍ରମୋଶନ ହୋଇପାରେ। ପିତାଙ୍କର ସଂପତ୍ତିରେ ଲାଭ ହେବ। ସରକାରଙ୍କ ସହିତ ଧନର ବ୍ୟବହାର ସଫଳ ରହିବ।ଆପଣଙ୍କ ଆତ୍ମବିଶ୍ଵାସରେ ପ୍ରତ୍ୟେକ କାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ।
କନ୍ୟା : ଆଜିର ଦିନ ବହୁତ ଶୁଭ ଅଟେ। ମିତ୍ର ଏବଂ ସମ୍ବନ୍ଧିମାନଙ୍କ ସହିତ ହୋଇଥିବା ସାକ୍ଷାତର କାରଣରୁ ଆନନ୍ଦ ମିଳିବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବ। ଭାଇ-ଭଉଣୀମାନଙ୍କଠାରୁ ଆର୍ଥିକ ଲାଭ ହେବ।ଜୀବନସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ।
ତୁଳା : ଆଜି ଧାର୍ମିକ କାର୍ଯ୍ୟ ଏବଂ ଯାତ୍ରା ପାଇଁ ସମୟ ଅନୁକୂଳ ଅଟେ।ବାଣୀ ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ସରକାର ବିରୋଧୀ ପ୍ରବୃତ୍ତି ଏବଂ କ୍ରୋଧରୁ ଦୂର ରୁହନ୍ତୁ। ନୂଆ ସମ୍ବନ୍ଧ ଅନିଷ୍ଟକାରକ ହୋଇପାରେ। ପରିଜନମାନଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ।
ବିଚ୍ଛା : ଆଜି ଆପଣ କୌଣସି ମନୋରଞ୍ଜନ ସ୍ଥଳ କିମ୍ବା ପର୍ଯ୍ୟଟନ ସ୍ଥଳକୁ ଯାତ୍ରା କରି ମନ ପ୍ରସନ୍ନ ହେବ। ସମାଜରେ ମାନ-ସମ୍ମାନ ମିଳିବ। ମିତ୍ର ତଥା ସ୍ଵଜନମାନଙ୍କ ସହିତ ବୁଲିବା ଆନନ୍ଦପ୍ରଦ ହୋଇପାରେ।ସାମାନ୍ୟ ଦୈନିକ କାର୍ଯ୍ୟଗୁଡ଼ିକ ଭୁଲିକରି ଆମୋଦ-ପ୍ରମୋଦରେ ବୁଡ଼ି ରହିପାରନ୍ତି।
ଧନୁ : ପରିବାରରେ ଆନନ୍ଦର ବାତାବରଣ ରହିବ, ଯାହାଦ୍ୱାରା ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଆପଣଙ୍କ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ବ୍ୟବସାୟରେ ମଧ୍ୟ ଦିନ ଲାଭଦାୟୀ ରହିବ। ସହକର୍ମିମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭ ହେବ। ଆପଣଙ୍କପାଇଁ ହର୍ଷୋଲ୍ଲାସର ଦିନ ରହିବ।
ମକର : ପାରିବାରିକ ଜୀବନରେ ଶାନ୍ତି ବନାଇ ରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନା ହେଉ, ଏହାର ଧ୍ୟାନ ରଖିବେ। ଅଫିସ୍ ରେ ଉଚ୍ଚ ଅଧିକାରୀମାନଙ୍କର ଅସନ୍ତୋଷର ସାମନା କରିବାକୁ ପଡ଼ିପାରେ।
କୁମ୍ଭ : ଆଜି ଆପଣଙ୍କ ମନ ବହୁତ ସମ୍ବେଦନଶୀଳ ରହିବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ଅଟେ। ଆଜିର ଆୟୋଜିତ ପ୍ରତ୍ୟେକ କାର୍ଯ୍ୟ ଭଲ ଭାବରେ ସଂପନ୍ନ ହେବ। ମହିଳାମାନଙ୍କର ସୌନ୍ଦର୍ଯ୍ୟ ପ୍ରସାଧନ ପଛରେ ଖର୍ଚ୍ଚ ହୋଇପାରେ।
ମୀନ : ଆବଶ୍ୟକ ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିର ଦିନ ଅତି ଉତ୍ତମ ଅଟେ। ଆପଣଙ୍କ ସୃଜନାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧି ହେବ। ବୈଚାରିକ ଦୃଢ଼ତା ଏବଂ ମାନସିକ ସ୍ଥିରତା କାରଣରୁ କାର୍ଯ୍ୟ ସଫଳତାରେ ସରଳତା ହେବ।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Vavada casino oferuje polskim graczom rozbudowany wybór gier od pragmatic play i evolution gaming, atrakcyjne bonusy powitalne oraz profesjonalną obsługę klienta w języku polskim.
Vavada w Polsce zdobyła popularność dzięki pełnej lokalizacji i wsparciu dla płatności w złotówkach. Gracze doceniają możliwość grania w języku polskim i kontakt z obsługą klienta w rodzimym języku. Oferta promocyjna, w tym stały cashback 10, dodatkowo zwiększa atrakcyjność kasyna. Na tle konkurencji wyróżnia się szeroką gamą gier, szybkim czasem wypłat i aplikacjami mobilnymi. Wszystko to czyni serwis istotnym graczem na polskim rynku gier online. Vavada Polska kusi graczy nie tylko bonusami, ale też prostotą rejestracji i ogromnym katalogiem gier. Wygodne płatności w PLN oraz szybkie wypłaty? To właśnie doceniają użytkownicy. Wielu z nich chwali intuicyjną obsługę i dynamiczne aplikacje mobilne. A cashback? W Polsce uznawany jest niemal za obowiązkowy element, bo pozwala zmniejszyć ryzyko strat. Czy dziwi więc, że platforma zdobyła reputację bezpiecznej i praktycznej alternatywy wobec konkurencji?
Witamy w polskim legalnym internetowym kasynie Slottica – miejscu stworzonym dla hazardzistów online w Polsce! Casino Slotica w polskiej wersji językowej otwiera przed Tobą świat pełen emocjonujących gier za darmo i atrakcyjnych nagród bez rejestracji. Strona przyciąga nowych użytkowników między innymi premią powitalną 25 zł bez konieczności wpłaty depozytu. W badaniu przeprowadzonym wśród ponad 8500 graczy wielu z nich wskazało Slottica jako jedną z najciekawszych stron z automatami online dostępnych w Polsce.