ଭୁବନେଶ୍ୱର : ତୃତୀୟ ପର୍ଯ୍ୟାୟ ନାମାଙ୍କନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ପର୍ଯ୍ୟାୟରେ ୬ ଟି ଲୋକସଭା ଓ ୪୨ଟି ବିଧାନସଭା ଲାଗି ନିର୍ବାଚନ ଅନୁଷ୍ଠିତ ହେବ । ସମ୍ବଲପୁର , ଢ଼େଙ୍କାନାଳ,କଟକ, ପୁରୀ,ଭୁବନେଶ୍ୱର ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ଓ ଏହାର ଅଧିନସ୍ଥ ବିଧାନସଭା ଆସନ ପାଇଁ ଆଜିଠାରୁ ପ୍ରାର୍ଥୀ ପତ୍ର ଦାଖଲ ଆରମ୍ଭ ହେବ । ଏପ୍ରିଲ ୪ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଚାଲିବ । ଏପ୍ରିଲ ୫ତାରିଖରେ ନାମାଙ୍କନ ପତ୍ର ଯାଂଚ ହେବ ଓ ଏପ୍ରିଲ ୮ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏପ୍ରିଲ ୨୩ ତାରିଖରେ ଭୋଟ୍ ଗ୍ରହଣ ହେବ ।
ତୃତୀୟ ପର୍ଯ୍ୟାୟ ନାମାଙ୍କନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
??????????
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- BertramHor on ମେଲବର୍ଣ୍ଣରେ ବିରାଟ ବାହିନୀଙ୍କ ବିଜୟ ।
- BertramHor on ସାଂସଦ-ବିଧାୟକଙ୍କ ଯୁକ୍ତିତର୍କ, ଅଧାରୁ ସ୍ବତନ୍ତ୍ର ବୈଠକ ବନ୍ଦ
- bezpieczne kasyno online mobilne on ପରଦାରେ ଆପତ୍ତିଜନକ ଦୃଶ୍ୟ ଦେଇ ଚର୍ଚ୍ଚାରେ ଶ୍ୱେତା ତ୍ରିପାଠୀ
- BertramHor on ରେଭେନ୍ସା ବିଶ୍ୱବିଦ୍ୟାଳୟର ପିକ୍ନିକ୍ ବସ୍ ଓଲଟି ୨୫ରୁ ଅଧିକ ଛାତ୍ରଛାତ୍ରୀ ଆହତ
- casino automaty bez vkladu on ମେଘାଳୟ ଶ୍ରମିକ ରେସ୍କ୍ୟୁ ଅପରେସନରେ ସହଯୋଗର ହାତ ବଢାଇଲା ଓଡିଶା !
