ଆସିକା: ବିଜେପିର ହିଞ୍ଜିଳି ପ୍ରାର୍ଥୀ ପୀତାମ୍ୱର ଆଚାର୍ଯ୍ୟଙ୍କ ନାଁରେ ଆସିକା ଥାନାରେ ଏତଲା ରୁଜ୍ଜୁ ହୋଇଛି। ଆସିକା ଥାନାରେ କେସ୍ ନଂ- ୧୦୨/୧୯ ରେ ଆଇ ପି ସି ଧାରା ୩୫୩ , ୨୯୪, ୧୦୨ ଏବଂ ୫୦୬ ଅନୁଯାୟୀ ମାମଲା ରୁଜ୍ଜୁ ହୋଇଛି । ଏପରିକି ଏହି ସମୟର ଭିଡିଓ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହୋଇଥିଲା । ପୀତାମ୍ବର ହିଂଜିଳି ପ୍ରାର୍ଥୀ ହୋଇଥିବା ସ୍ଥାନକୁ ଯିବା ସମୟରେ ଅଧା ରାସ୍ତାରେ ତାଙ୍କ ଗାଡିକୁ ପୋଲିସ ଅଟାକାଇଥିଲା । ହେଲେ କାହିଁକି ଗାଡି ଅଟକାଇଲ ବୋଲି ପୀତାମ୍ବର ଆଚାର୍ଯ୍ୟ ପ୍ରଶ୍ନ କରିବା ସହ ତାଙ୍କ ସାଙ୍ଗରେ ଯୁକ୍ତିତର୍କ କରିଥିଲେ ।ଯାହା ପରବର୍ତୀ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା ।
ଆସିକା ଥାନାରେ ପୀତାମ୍ୱର ଆଚାର୍ଯ୍ୟଙ୍କ ନାଆଁରେ ଏତଲା ରୁଜ୍ଜୁ
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
