ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।

Odisha Hot News
0 Min Read

ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା । ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ କିଛି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି । ଏହାଛଡା ଗୋଟିଏ ଲୋକସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି । କଟକ ଲୋକସଭା ଆସନ ପାଇଁ ଭର୍ତ୍ତୃହରି ମହତାବଙ୍କୁ ପ୍ରାର୍ଥୀ ଘୋଷଣା କରିଛି ଦଳ

Share This Article
Leave a Comment