ସମ୍ବଲପୁର : ସମ୍ବଲପୁରର ବିଜେଡି ଲୋକସଭା ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନଙ୍କ ପ୍ରାର୍ଥିପତ୍ର କାଏମ ରହିଛି। ଯାଞ୍ଚ ପରେ ପ୍ରାର୍ଥିପତ୍ର କାଏମ ରହିଥିବା ରିଟର୍ଣ୍ଣିଂ ଅଫିସର ତଥା ସମ୍ବଲପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି। ନଳିନୀକାନ୍ତ ପ୍ରଧାନଙ୍କ ପ୍ରାର୍ଥୀପତ୍ର କାଏମ ନେଇ ସୂଚନା ଦେଲେ ସମ୍ବଲପୁର ଜିଲ୍ଲାପାଳ । ଗତକାଲି ପ୍ରତିପକ୍ଷଙ୍କ ଅଭିଯୋଗ ପରେ ନଳିନୀଙ୍କୁ ନୋଟିସ କରିଥିଲେ ରିଟର୍ଣ୍ଣିଂ ଅଫିସର। ଆଜି ସେ ନିଜର ପକ୍ଷ ରଖି ଶ୍ରୀ ପ୍ରଧାନ ୨ଟି ସରକାରୀ ଲାଭଦାୟକ ସଂସ୍ଥାର ଗୁରୁତ୍ବପୂର୍ଣ୍ଣ ପଦରୁ ଇସ୍ତଫା ଦେଇଥିବା ଜଣାଇଛନ୍ତି। ଏ ନେଇ ଆବଶ୍ୟକୀୟ ଦସ୍ତାବିଜ ସେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଦାଖଲ କରିଛନ୍ତି। ଏହା ଉପରେ ବିଚାର କରି ସମ୍ବଲପୁର ଲୋକସଭାର ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ସେନା ପ୍ରତିପକ୍ଷ ପ୍ରାର୍ଥୀ ଶ୍ରୀ ପ୍ରଧାନଙ୍କୁ ନୋଟିସ୍ କରି ଉତ୍ତର ରଖିବାକୁ କହିଥିଲେ। ଏହାର ଉତ୍ତର ରଖିବାକୁ ଶ୍ରୀ ପ୍ରଧାନଙ୍କ ପକ୍ଷରୁ କିଛି ସମୟ ମଗାଯାଇଥିଲା। ତାକୁ ଗ୍ରହଣ କରି ଜିଲ୍ଲାପାଳ ଶ୍ରୀ ପ୍ରଧାନଙ୍କୁ ୨୪ ଘଣ୍ଟା ସମୟ ଦେଇ ଶନିବାର ଦିନ ୧୦ଟା ୪୫ରେ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଥିଲେ। ଆଜି ସମ୍ବଲପୁର ଲୋକସଭାର ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ସେନାଙ୍କ ନିକଟରେ ହାଜର ହୋଇ ନିଜର ପକ୍ଷ ରଖି ସେ ଏହି ଦୁଇ ପଦବୀରୁ ଇସ୍ତଫା ଦେଇଥିବା ପ୍ରକାଶ କରିଥଲେ।
ନଳିନୀଙ୍କ ପ୍ରାର୍ଥୀପତ୍ର କାଏମ : ଜିଲ୍ଲାପାଳ
- Advertisement -
Stay Connected
Comment
- mostbet_vmSi on ପ୍ରଶାସନିକସ୍ତରରେ ଅଦଳବଦଳ
- KadeZop on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- aviator_vzSn on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- https://grabhey.com/author/jonelle5497619/ on ଅାସନ୍ତାକାଲି ବିଜେପି ଛାଡ଼ିବେ ଦିଲୀପ ରାୟ ଓ ବିଜୟ ମହାପାତ୍ର !
- mostbet_yzSt on ଆଜିର ରାଶିଫଳ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników. Opierając się na naszym doświadczeniu, platforma wyróżnia się szybkim działaniem i różnorodnością treści. Vavada Polska jest chętnie wybierana w Polsce przez szeroki wybór gier i bonusów.