ଅପ୍ରେଲ ୨୧ ତାରିଖ ୨୦୧୯ମସିହା (ରବିବାର)
କାଳବେଳା ଓ ବାରବେଳା-ଦିବା ଘ୧୦/୦୫ଗତେ ଘ୦୧/୧୫ମଧ୍ୟେ
ଅମୃତବେଳା – ଦିବା
ଘ୦୬/୫୬ ଗତେ ଘ୦୮/୩୦ମଧ୍ୟେ ଓ ଘ୧୦/୦୫ ଗତେ ଘ୧୧/୪୫ମଧ୍ୟେ
ମାହେନ୍ଦ୍ର ବେଳା- ଦିବା
ଘ୦୮/୩୦ ଗତେ ଘ ୧୦/୦୦ମଧ୍ୟେ ଓ ଘ୦୧/୧୫ଗତେ ଘ୦୨/୫୦ମଧ୍ୟେ
ମେଷ: କ୍ୟାରିୟରର ସୁଧାର ପାଇଁ ଭଲ ଦିନଟିଏ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ଆସିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
ବୃଷ: ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧୢମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।
ମିଥୁନ: ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
କର୍କଟ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
ସି˚ହ: ଆପଣ କୌଣସି କାର୍ଯ୍ୟ ତରବରିଆ ଭାବେ କଲେ କ୍ଷତି ହୋଇପାରେ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
କନ୍ୟା: ଦିନଟି ଆପଣଙ୍କ ଲାଗି ଠିକ୍ଠାକ୍ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ପାରିବାରିକ ଜୀବନ ସୁଖମୟ ହେବ।
ତୁଳା: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ।
ବିଛା: ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
ଧନୁ: ଆଜି ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ବିଶେଷ ସମ୍ବେଦନଶୀଳ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
ମକର: ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
କୁମ୍ଭ: ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ମୀନ: ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ଉଦ୍ୟୋଗ ସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ।

ip камера ик подсветка хорошие ip камеры видеонаблюдения
Лучшее прямо здесь: https://nakrutka-pf-factorov.ru
Everything for Minecraft https://topminecraftworldseeds.com/ in one place: mods, skins, maps, texture packs, and the best seeds for survival, creativity, and adventure. Collections of popular add-ons, installation instructions, updates, and secure downloads for different versions of the game.
Все подробности по ссылке: https://perfumerio.ru/s/laura-mercier-eau-gourmande-ambre-vanille/
Закажите G202 https://mismar74.ru/G202.html онлайн. Актуальные цены, наличие на складе, технические характеристики, выгодные условия покупки и быстрая доставка по всей России.
Пройдите комплексное лечение https://medprime-clinic.ru и диагностику в медицинском центре. Полный спектр обследований, консультации профильных специалистов, современные методы лечения, контроль состояния здоровья и индивидуальный подход на всех этапах медицинской помощи.