ନୂଆଦିଲ୍ଲୀ : ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ପ୍ରଧାମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ବହୁ ରାଷ୍ଟ୍ରମୁଖ୍ୟ, ଶାସନ ମୁଖ୍ୟ, ଶମ୍ବିଧାନ ବିଶେଷଜ୍ଞ ଓ କୂଟନୈତୀଜ୍ଞମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି।
ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦି
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
