ନୂଆଦିଲ୍ଲୀ : ସୋମବାରଠାରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନରେ ତିନି ତଲାକ୍ ବିଲ୍ ସମେତ ଅନ୍ୟ କେତେକ ବିଲ୍ ପାସ୍ ପାଇଁ ସରକାର ବିରୋଧୀ ଦଳଙ୍କ ସହଯୋଗ ଲୋଡିଛନ୍ତି। ଲୋକ ସଭାରେ ଏନ୍ଡିଏ ପାଖରେ ୫୪୫ରୁ ୩୫୩ ସଦସ୍ୟ ରହିଛନ୍ତି। ତେବେ ରାଜ୍ୟ ସଭାରେ ୨୪୫ ସଦସ୍ୟଙ୍କ ମଧ୍ୟରୁ ଏନ୍ଡିଏ ପାଖରେ ୧୦୨ ସଦସ୍ୟ ରହିଛନ୍ତି। ଲୋକ ସଭାରେ ଯେ କୌଣସି ବିଲ୍ ପାସ୍ କ୍ଷେତ୍ରରେ ଏନ୍ଡିଏ ସରକାର ଅସୁବିଧାର ସମ୍ମୁଖୀନ ହେବେ ନାହିଁ ତେବେ ରାଜ୍ୟ ସଭାରେ ସରକାରଙ୍କ କାର୍ଯ୍ୟରେ ବାଧା ସୃଷ୍ଟି ହେବାର ସମ୍ଭାବନା ରହିଥିବା କୁହାଯାଉଛି।
ବଜେଟ୍ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ
Leave a Comment
Leave a Comment
- Advertisement -
Stay Connected
Comment
- plinko_tqPr on ୧୫ ଦିନ ପାଇଁ ବଢ଼ିଲା ସର୍ବକ୍ଷମା ଅବଧି
- mostbet_vsSt on ପୁଣି ଜମ୍ମୁ-କଶ୍ମୀରରେ ଆତ୍ମଘାତୀ ଆକ୍ରମଣ ଆଶଙ୍କା ନେଇ ସତର୍କ ସୂଚନା ଜାରି
- 1win_boPn on ବାଙ୍କୀରେ ଡବଲ୍ ମର୍ଡର : ସରପଞ୍ଚଙ୍କ ସ୍ୱାମୀ ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା
- plinko_dxPr on ୨୨ ମାର୍ଚ୍ଚ ୨୦୨୦ – ଜନତା କର୍ଫ୍ୟୁର ବୈଜ୍ଞାନିକ ଓ ଆଧ୍ୟାତ୍ମିକ ଅର୍ଥ
- Ronalddog on ସୁସ୍ଥ ହେଲେ ମହାପ୍ରଭୁ : ପିନ୍ଧିଲେ ରକ୍ତବସ୍ତ୍ର, ଲାଗି ହେଲା ଦଶମୂଳ
