ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଅପରାହ୍ନ ୩ଟା ୩୦ରେ ଫଳ ପ୍ରକାଶ ପାଇବାକୁ ଥିବାବେଳେ ଛାତ୍ରୀଛାତ୍ର www.chseodisha.nic.in ଏବଂ http://orissaresults.nic.in ଓ୍ବାବ୍ସାଇଟ୍ରେ ନିଜ ନିଜର ରେଜଲ୍ଟ ଦେଖିପାରିବେ। ସୂଚନା ଭବନ ପରିସରସ୍ଥ ଗୀତଗୋବିନ୍ଦ ସଦନରେ ପରୀକ୍ଷା ଫଳ ଘୋଷଣା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ କଳାରେ ୨ଲକ୍ଷ ୩୫ହଜାର ୧୮୩ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୮ହଜାର ପରୀକ୍ଷା ଦେଇଥିଲେ। ସୂଚନାଯୋଗ୍ୟ, ଜୁନ୍ ୩ରେ ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।
ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- melbet_cdkr on ୧୫୯ ଗ୍ରାମର ବ୍ରାଉନସୁଗାର ଜବତ,ଜଣେ ଗିରଫ !
- Rickbek on ରାଜ୍ୟ ଅଙ୍ଗନୱାଡ଼ି କର୍ମୀଙ୍କ ଆଭିମୁଖ୍ୟ ଥିଲା ଗରମ ଏବେ ନରମ !
- Charleswam on ରାଜ୍ୟ କ୍ୟାବିନେଟ୍ ବୈଠକରେ କରୋନା ଲାଗି ୨୦୦ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜକୁ ମଞ୍ଜୁରି ସୂଚନା
- TaylorCam on ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।
- Bradleytoura on ବିଭିନ୍ନ ଦାବି ନେଇ ଆଜିଠୁ ବଲାଙ୍ଗିର ବନ୍ଦ
