ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍ର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ନିଜ ମନର କଥା ରବିବାର ଖୋଲି କହିଛନ୍ତି। ଅଲ୍ ଇଣ୍ଡିଆ ରେଡ଼ିଓ ଦ୍ୱାରା ପ୍ରସାରିତ ହେଉଥିବା ଏହି କାର୍ଯ୍ୟକ୍ରମରେ ମୋଦି କହିଛନ୍ତି ଯେ, ଦେଶବାସୀଙ୍କ ଚିଠି ତାଙ୍କୁ ପ୍ରେରଣା ଦେଉଛି। ଏହାଦ୍ୱାରା ତାଙ୍କର ଚିନ୍ତାଧାରାରେ ପରିବର୍ତ୍ତନ ମଧ୍ୟ ହେଉଛି। ଏହା ସହିତ ମୋଦି ୪୪ ବର୍ଷ ତଳେ ଦେଶରେ ୧୯୭୫ରେ ଜାରି ହୋଇଥିବା ଜରୁରୀକାଳୀନ ପରିସ୍ଥିତି ସମ୍ପର୍କରେ ମଧ୍ୟ କହିଛନ୍ତି। ଏହା କେବଳ ରାଜନୈତିକସ୍ତରରେ ସୀମିତ ନ
ଦ୍ୱିତୀୟ ଇନିଂସ୍ର ପ୍ରଥମ ‘ମନ୍ କି ବାତ୍’: ଚିଠି ଦେଉଛି ପ୍ରେରଣା କହିଲେ ମୋଦି

You Might Also Like
Leave a Comment
Leave a Comment
- Advertisement -