ଭୁବନେଶ୍ୱର : ରାଜ୍ୟବାସୀ ବର୍ତ୍ତମାନ ଋଣଭାରରେ ବୁଡି ରହିଛନ୍ତି। ଏପରିକି ଛୁଆଟିଏ ଜନ୍ମ ହେଉ ହେଉ ମୁଣ୍ଡଭାର ତାକୁ ମୁଣ୍ଡାଇବାକୁ ପଢ଼ୁଛି। ରାଜ୍ୟ ସରକାର ଏମିତି ତଥ୍ୟ ରଖି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ୨୦୧୮-୧୯ ଆର୍ଥିକ ବର୍ଷ ଶେଷସୁଦ୍ଧା ରାଜ୍ୟର ଋଣଭାର ଥିଲା ୭୯,୮୬୬.୦୮ କୋଟି ଟଙ୍କା। ଅର୍ଥାତ୍ ସରକାରଙ୍କ ହିସାବ ଅନୁଯାୟୀ ଏହା ମୁଣ୍ଡ ପିଛା ୧୭ ହଜାର ଟଙ୍କାରୁ ଅଧିକ ବୋଲି ଜଣାପଡିଛି। ଚଳିତ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨୩,୫୮୪ କୋଟି ଟଙ୍କାର ଋଣ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଅନ୍ୟପଟେ ୪,୭୦୭ କୋଟି ଟଙ୍କା ଶୁଝିବାକୁ ଲକ୍ଷ୍ୟ ରଖିଥିବା ଜଣାପଡିଛି। ସେହି ଅନୁଯାୟୀ ଚଳିତ ଆର୍ଥିକ ବର୍ଷ ସୁଦ୍ଧା ପୂର୍ବ ଋଣ ସହ ୧୮,୮୭୭ କୋଟି ଟଙ୍କା ଯୋଡ଼ି ହୋଇଯିବ। ସୋମବାର କେନ୍ଦୁଝର ବିଧାୟକ ମୋହନ ମାଝୀ ପଚାରିଥିବା ଏକ ଅଣତାରକା ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ଋଣ ଆହରଣ ସୀମା ରାଜ୍ୟ ସାମଗ୍ରିକ ଘରୋଇ ଉତ୍ପାଦର ୩ ପ୍ରତିଶତ ହେବ। ଏନେଇ ଚତୁର୍ଦ୍ଦଶ ଅର୍ଥ କମିଶନ ସୁପାରିସ କରିଛନ୍ତି। ମନ୍ତ୍ରୀ ତାଙ୍କ ଉତ୍ତରରେ ଆହୁରି ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟ ସରକାର ୨୦୦୫-୦୬ଠାରୁ କ୍ରମାଗତଭାବେ ପ୍ରତ୍ୟେକ ବର୍ଷ ରାଜସ୍ବ ବଳକା ସୃଷ୍ଟି କରିଆସୁଛନ୍ତି। ତେଣୁ ଆହରଣ କରାଯାଉଥିବା ଋଣ ସମ୍ପୂର୍ଣ୍ଣଭାବେ ପୁଞ୍ଜି ଖର୍ଚ୍ଚ ପାଇଁ ବିନିଯୋଗ କରାଯାଉଛି। ୨୦୧୭-୧୮ରେ ସରକାର ୧୪,୪୧୯. ୪୧ କୋଟି ଟଙ୍କା ଋଣ କରିଥିବା ବେଳେ ୨୫,୬୭୪.୧୮ ପୁଞ୍ଜି ଖର୍ଚ୍ଚ କରିଥିଲେ। ସେହିପରି ୨୦୧୮-୧୯ ଆର୍ଥିକ ବର୍ଷରେ ୯,୯୩୬.୩୦ ହଜାର କୋଟି ଟଙ୍କା ଋଣ କରିଥିବା ବେଳେ ୨୮,୭୮୯.୧୩ ପୁଞ୍ଜି ଖର୍ଚ୍ଚ କରିଛନ୍ତି।
ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ଅର୍ଥମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ୩୧ ମାର୍ଚ୍ଚ ୨୦୧୯ ଶେଷସୁଦ୍ଧା କେନ୍ଦ୍ର ସରକାରଙ୍କ ଠାରୁ ୭୮୩୬.୫୪ କୋଟି ଟଙ୍କା, ଜାତୀୟ ସ୍ବଳ୍ପ ସଞ୍ଚୟ ପାଣ୍ଠିରୁ ୯୧୭୨.୯୯ କୋଟି ଟଙ୍କା, ଖୋଲା ବଜାରରୁ ୨୮,୦୩୦.୯୦ କୋଟି, ଭାରତୀୟ କୃଷି ଓ ଗ୍ରାମ୍ୟ ଉନ୍ନୟନ ବ୍ୟାଙ୍କରୁ ୧୩୦୯୨.୨୯ କୋଟି, ଜୀବନ ବୀମା ନିଗମରୁ ୦.୪୭ କୋଟି, ସାଧାରଣ ବୀମା ନିଗମରୁ ୬.୩୬ କୋଟି, ଜାତୀୟ ସମବାୟ ଉନ୍ନୟନ ନିଗମରୁ ୭.୩୦ କୋଟି, ଗ୍ରାମ୍ୟ ବିଦ୍ୟୁତ୍କରଣ ନିଗମ ଓ ଅନ୍ୟାନ୍ୟରୁ ୧୧୦.୭୧ କୋଟି, ଭବିଷ୍ୟନିଧି ପାଣ୍ଠିରୁ ୨୧,୬୦୮.୫୨ କୋଟି ଟଙ୍କା ଋଣ କରିଛନ୍ତି।
ରାଜ୍ୟରେ ମୁଣ୍ଡ ପିଛା ଋଣ ୧୭ ହଜାର
4 Comments
4 Comments

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Dołączając do Casino Slottica Polska, zyskujesz dostęp do wyjątkowych promocji, w tym bonusu powitalnego 250 do 1600 zł oraz 300 darmowych spinów na najpopularniejsze gry. Niezależnie od tego, czy grasz na komputerze, tablecie, czy smartfonie, nasza platforma działa płynnie na każdym urządzeniu. Wypróbuj już dziś i dołącz do ponad 500 tysięcy aktywnych graczy z całego świata!
Witamy w polskim legalnym internetowym kasynie Slottica – miejscu stworzonym dla hazardzistów online w Polsce! Casino Slotica w polskiej wersji językowej otwiera przed Tobą świat pełen emocjonujących gier za darmo i atrakcyjnych nagród bez rejestracji. Strona przyciąga nowych użytkowników między innymi premią powitalną 25 zł bez konieczności wpłaty depozytu. W badaniu przeprowadzonym wśród ponad 8500 graczy wielu z nich wskazało Slottica jako jedną z najciekawszych stron z automatami online dostępnych w Polsce.
Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników. Opierając się na naszym doświadczeniu, platforma wyróżnia się szybkim działaniem i różnorodnością treści. Vavada Polska jest chętnie wybierana w Polsce przez szeroki wybór gier i bonusów.