ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପ୍ରସ୍ତୁତ ତିନି ରଥ। ମଙ୍ଗଳବାର ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାରରେ ପହଞ୍ଚିଥିଲା। ହେଲେ ସନ୍ଧ୍ୟା ହୋଇ ଯିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣମୋଡ଼ ହୋଇପାରି ନ ଥିଲା। ବୁଧବାର ସକାଳେ ନନ୍ଦିଘୋଷ ରଥର ଦକ୍ଷିଣମୋଡ଼ କରାଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଥିବା ନନ୍ଦିଘୋଷ ରଥକୁ ସକାଳେ ପୋଲିସ କର୍ମଚାରୀ ବଡ଼ଶଙ୍ଖ ପର୍ଯ୍ୟନ୍ତ ଟାଣି ନେଇ ଦକ୍ଷିଣ ମୋଡ଼ କରିଥିଲେ। ବର୍ତ୍ତମାନ ତିନିରଥ ନାକଚଣା ଦ୍ୱାରରେ ପ୍ରସ୍ତୁତ ହୋଇ ରହିଛି।
ନାକଚଣା ଦ୍ୱାରରେ ତିନିରଥ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Angelothini on ଜାମ୍ମୁକାଶ୍ମୀରରେ ଆଜିଠୁ ଲାଗୁ ହେଲା ରାଷ୍ଟ୍ରପତି ଶାସନ
- FelixShogy on ସଞ୍ଜୟ ଦାସବର୍ମା ହେଲେ ଯୋଜନା ବୋର୍ଡର ଉପାଧ୍ୟକ୍ଷ
- Angelothini on ଆଜିର ରାଶିଫଳ
- FelixShogy on ରାଜ୍ୟ ଅଙ୍ଗନୱାଡ଼ି କର୍ମୀଙ୍କ ଆଭିମୁଖ୍ୟ ଥିଲା ଗରମ ଏବେ ନରମ !
- Angelothini on କାମ ଦେଲାନି ମୋଦୀ ଯାଦୁ : ପଞ୍ଚମ ଥର ନବୀନ; ବିଜେପି ନିଷ୍ପ୍ରଭ, ମାଟି କାମୁଡ଼ିଲା କଂଗ୍ରେସ
