ବ୍ରହ୍ମପୁର : ଗଞ୍ଜାମ ଜିଲା ବ୍ରହ୍ମପୁର ଡ଼ିଏଫଓ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଥିବା ଜଣାପଡ଼ିଛି। ଡ଼ିଏଫଓ ଆଶିଷ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଡ଼ିଏଫଓଙ୍କ ବ୍ରହ୍ମପୁର ବାସଭବନ, କାର୍ଯ୍ୟାଳୟ, ଦିଗପହଣ୍ଡି ରେଞ୍ଜ ଅଫିସ, ଖଲ୍ଲିକୋଟ ରେଞ୍ଜ ଅଫିସ ଓ ଭୁବନେଶ୍ୱରରେ ଥିବା ଏକ ଆପାର୍ଟମେଣ୍ଟରେ ତଦନ୍ତ ଜାରି ରହିଛି। କଟକ ସ୍ୱତନ୍ତ୍ର ଭିଜିଲାନ୍ସ ସେଲ୍ ଡ଼ିଏଫଓଙ୍କ ୯ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି। ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମଧ୍ୟ ଜବତ କରିଥିବା ସୂଚନା ମିଳିଛି।
ଭିଜିଲାନ୍ସ ଜାଲରେ ଡ଼ିଏଫଓ
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
