କେନ୍ଦୁଝର : କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଜୁନିୟର ଇଞ୍ଜିନିୟର ବିଭୂତି ଭୂଷଣ ପ୍ରଧାନ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଖବରରୁ ପ୍ରକାଶ ଯେ, ଠିକାଦାର ହେମନ୍ତ ମହାନ୍ତଙ୍କଠାରୁ ଏକ କମ୍ୟୁନିଟି ସେଣ୍ଟରର ଫାଇନାଲ ବିଲ୍ କରିବା ପାଇଁ ଜେଇ ୭ ହଜାର ୫୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଭୂତିଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରି କେନ୍ଦୁଝର ଭିଜିଲାନ୍ସ କୋର୍ଟରେ ସୋମବାର ହାଜିର କରାଇଛି। ଆଜିର ଏହି ଚଢ଼ାଉରେ କେନ୍ଦୁଝର ଭିଜିଲାନ୍ସ ଡିଏସ୍ପି ଦେବଦତ୍ତ ସେଠ୍ଙ୍କ ନେତୃତ୍ୱରେ ଭଦ୍ରକ ଡିିଏସ୍ପି କେନ୍ଦୁଝର ଭିଜିଲାନ୍ସ ଇନ୍ସପେକ୍ଟର, ବାରିପଦା ଇନ୍ସପେକ୍ଟର, କେନ୍ଦୁଝର ଭିଜିଲାନ୍ସ କର୍ମଚାରୀ ପ୍ରମୁଖ ସାମିଲ ଥିଲେ।
ଲାଞ୍ଚ ନେଇ ଧରାପଡ଼ିଲେ ଜୁନିୟର ଇଞ୍ଜିନିୟର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- KadeZop on ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ
- Williamjoria on ସ୍ବାଧୀନତା ଦିବସକୁ ନକ୍ସଲଙ୍କ ବିରୋଧ
- CharlesOvAts on ପୁଲଓାମା ଆକ୍ରମଣ: ଭାରତର ଉଗ୍ର ରୂପ ଦେଖି ଡରିଲା ପାକ୍, ଜାତିସଂଘର ଶରଣ ଲୋଡିଲା
- plinko_ibPr on ବିଧାନସଭା ପରେ ରାଜମହଲ,ବାପୁଜୀନଗର ଏବଂ ଜନପଥ ଅଞ୍ଚଳରେ ଚାଲିଛି ସାନିଟାଇଜେସନ
- mostbet_nrml on ବିଧାନସଭା ପରେ ରାଜମହଲ,ବାପୁଜୀନଗର ଏବଂ ଜନପଥ ଅଞ୍ଚଳରେ ଚାଲିଛି ସାନିଟାଇଜେସନ
