ଭୁବନେଶ୍ୱର : ବରିଷ୍ଠ ଭାଜପା ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତିରେ ହୃଦଘାତରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଷମାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟ୍ବିଟ୍ କରି ନବୀନ ଲେଖିଛନ୍ତି, ସୁଷମା ଜଣେ ସମ୍ମାନନୀୟା, ସୁଦକ୍ଷା ନେତ୍ରୀ ଥିଲେ। ସମସ୍ତ ଭାରତୀୟଙ୍କ ସମସ୍ୟା ଦୂର କରିବାରେ ତାଙ୍କ ଦକ୍ଷତା ଅବିସ୍ମରଣୀୟ। ତାଙ୍କ ବିୟୋଗରେ ଭାରତୀୟ ରାଜନୀତିରେ ଅପୂରଣୀୟ କ୍ଷତି ହୋଇଛି ବୋଲି ନବୀନ କହିଛନ୍ତି।
ସୁଷମାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- GavinFline on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- EdwardNug on ଭାଗ ନଛିଡ଼ିବରୁ ପିଟା ପିଟି !
- BrianCob on ସ୍ବାଧୀନତା ଦିବସକୁ ନକ୍ସଲଙ୍କ ବିରୋଧ
- RogerAbipt on ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
- ClydePhype on ଘରେ ପଶିଲେ, ବନ୍ଧୁକ ଦେଖାଇଲେ, ଭୟଭୀତ କରି ଲୁଟିନେଲେ !
