ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରାଯାଇଛି। ଗଗନ ଧଳଙ୍କୁ ଓଏଫଡ଼ିସି ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଛି। ସେହିପରି ସୁରେଶ ମହାପାତ୍ରଙ୍କୁ ଉନ୍ନୟନ କମିଶନର ସହିତ ସଂଯୋଜନା ବିଭାଗ ଦାୟିତ୍ବ ଦିଆଯାଇଛି। କେବିକେ ମୁଖ୍ୟ ପ୍ରଶାସକ ଭାବେ ସୁଦର୍ଶନ ପାଇ ଠାକୁରଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ପ୍ରଦୀପ୍ତ ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିସନର ଭାବେ ନିଯୁକ୍ତି ମିଳିଛି। ଏଥିସହିତ ସେ ସ୍କୁଲ ଓ ଗଣଶିକ୍ଷା ବିଭାଗ ଦାୟିତ୍ବରେ ମଧ୍ୟ ରହିବେ। ମୋନା ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଶିଳ୍ପ ସଚିବ ସଂଜୀବ ଚୋପ୍ରାଙ୍କୁ ଗୃହ ବିଭାଗ ଓ ମନୋଜ ମିଶ୍ରଙ୍କୁ ଇଲେକ୍ଟ୍ରୋନିକ୍ ଓ ସୂଚନା ପ୍ରଯୁକ୍ତି ବିଭାଗରେ ଅତିରିକ୍ତ ଦାୟିତ୍ୱ ମିଳିଛି।
ଆଇଏଏସ୍ ସ୍ତରରେ ଅଦଳ ବଦଳ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Daviddat on ମହାରାଷ୍ଟ୍ରରେ ବର୍ଷା ବିତ୍ପାତ : ପାଚେରୀ ଭୁଶୁଡି ୧୫ ଜଣଙ୍କର ମୃତ୍ୟୁ
- JerryTuP on ରାଜ୍ୟ ଅଙ୍ଗନୱାଡ଼ି କର୍ମୀଙ୍କ ଆଭିମୁଖ୍ୟ ଥିଲା ଗରମ ଏବେ ନରମ !
- Robertfauts on ମହାରାଷ୍ଟ୍ରରେ ଠାକ୍ରେ ରାଜ୍
- Carlosadoke on ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ପରିଚାଳନାଗତ ତ୍ରୁଟି ଯୋଗୁ ୪ ବୁଥ୍ରେ ସାନି ମତଦାନ
- BradleyGob on ଘରୁ ଉଦ୍ଧାର ହେଲା ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ !
