ନୂଆଦିଲ୍ଲୀ : ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ ଥିବା କୁହାଯାଉଛି। ସିବିଆଇ ଅଧିକାରୀଙ୍କ ପ୍ରଶ୍ନରେ ସେ ଓଲଟା ପ୍ରଶ୍ନ ପଚାରୁଛନ୍ତି। ଗୁରୁବାର ପୂର୍ବାହ୍ନ ୮ଠାରୁ ପଚରାଉଚରା କରାଯାଉଛି। କେତେକ ପ୍ରଶ୍ନରେ ସେ ସିବିଆଇ ଅଧିକାରୀଙ୍କୁ ଆଇନର ଦଫା ସମ୍ପର୍କରେ ଅବଗତ କରାଉଛନ୍ତି। ଫଳରେ ତଦନ୍ତରେ ବାଧା ସୃଷ୍ଟି ହେଉଥିବା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍
Leave a Comment
Leave a Comment
- Advertisement -
Stay Connected
Comment
- StevenLah on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- Hoseaabilk on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- WilliamHab on କାମ ଦେଲାନି ମୋଦୀ ଯାଦୁ : ପଞ୍ଚମ ଥର ନବୀନ; ବିଜେପି ନିଷ୍ପ୍ରଭ, ମାଟି କାମୁଡ଼ିଲା କଂଗ୍ରେସ
- 1win_neMn on କାମ କରିବାକୁ ଯାଇ ଝିଅ ତାମିଲନାଡ଼ୁରେ ନିଖୋଜ; ଗୁହାରୀ ପରେ ମଧ୍ୟ ଶୁଣୁନି ସରକାର !
- CalebfaF on ଦଶପଲ୍ଲାରେ ମାଓ ପୋଷ୍ଟର ଜବତ
