ଭୁବନେଶ୍ୱର: ବିଜୁ ଜନତା ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ତ୍ୱରାନିତ କରିବା ପାଇଁ ୭ ଜଣ ବରିଷ୍ଠ ନେତାଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି । ଏହି ନେତା ମାନେ ଜିଲ୍ଲା ପର୍ଯ୍ୟବେକ୍ଷକ, ଜିଲ୍ଲା ସଭାପତି, ସାଂସଦ, ବିଧାୟକ ଓ ନିର୍ବାଚନ ମଣ୍ଡଳିର ଛାମୁଆ ନେତାମାନଙ୍କ ମଧ୍ୟରେ ସମନ୍ଵୟ ରକ୍ଷା କରିବା ସହ ସଭ୍ୟ ସଂଗ୍ରହକୁ ତ୍ୱରାନିତ କରିବେ । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସୀକୃତି ପରେ ରାଜ୍ୟ ସଭ୍ୟ ସଂଗ୍ରହ ସମିତି ପକ୍ଷରୁ ସଭ୍ୟ ସଂଗ୍ରହ ପାଇଁ ବିଭିନ୍ନ ନେତାଙ୍କୁ ଜିଲ୍ଲା ବଣ୍ଟନ କରାଯାଇଛି । ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କୁ ୬ଟି ଜିଲ୍ଲା ଯଥା ବରଗଡ, ସମ୍ବଲପୁର, ଦେବଗଡ, ସୁବର୍ଣ୍ଣପୁର, ବଲାଙ୍ଗିର ଦାୟିତ୍ୱ ଦିଆଯାଇଛି । ସେହିପରି ଦେବୀ ପ୍ରସାଦ ମିଶ୍ରଙ୍କୁ ଢେଙ୍କାନାଳ, ଅନୁଗୁଳ ଓ କଟକ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ପ୍ରତାପ ଦେବଙ୍କୁ ନୂଆପଡା, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ପ୍ରମିଳ ମଲ୍ଲିକଙ୍କୁ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସଂହପୁର ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ସଞ୍ଜୟ ଦାସବର୍ମାଙ୍କୁ ନବରଙ୍ଗପୁର, କୋରାପୁଟ, ମାଲାକାନାଗିରି, ରାୟଗଡା, ଗଜପତି ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ପ୍ରଦୀପ ପାଣିଗ୍ରାହୀଙ୍କୁ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ପ୍ରଣବ ପ୍ରକାଶ ଦାସଙ୍କୁ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି ।
ବିଜେଡିର ସଦସ୍ୟ ସଂଗ୍ରହ ପାଇଁ ୭ ନେତାଙ୍କୁ ଜିଲ୍ଲା ବଣ୍ଟନ
- Advertisement -
Stay Connected
Comment
- Riverpek on ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରଚାର ସଭାରୁ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ।
- mostbet_gnmn on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
- NicolasRok on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- Vivod iz zapoya na domy_ezsl on ଆଜିର ରାଶିଫଳ
- mostbet_ogMt on ଇନୋଭା ଲୁଟ ଘଟଣା : ଯଦୁପୁରରୁ ଗାଡି ସହ ୨ଜଣଙ୍କୁ କାବୁ କଲା ପୋଲିସ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Casino vavada zyskuje pozytywne opinie dzięki różnorodnej ofercie obejmującej sloty, gry stołowe oraz turnieje z evolution gaming. Kasyno online oferuje bonus powitalny, darmowe spiny i bonusy oraz kody promocyjne dla nowych graczy. Obsługa klienta gaming działa sprawnie, a gracze mogą wziąć udział w promocjach dostępnych na vavada pl.
Vavada w Polsce zdobyła popularność dzięki pełnej lokalizacji i wsparciu dla płatności w złotówkach. Gracze doceniają możliwość grania w języku polskim i kontakt z obsługą klienta w rodzimym języku. Oferta promocyjna, w tym stały cashback 10, dodatkowo zwiększa atrakcyjność kasyna. Na tle konkurencji wyróżnia się szeroką gamą gier, szybkim czasem wypłat i aplikacjami mobilnymi. Wszystko to czyni serwis istotnym graczem na polskim rynku gier online. Vavada Polska kusi graczy nie tylko bonusami, ale też prostotą rejestracji i ogromnym katalogiem gier. Wygodne płatności w PLN oraz szybkie wypłaty? To właśnie doceniają użytkownicy. Wielu z nich chwali intuicyjną obsługę i dynamiczne aplikacje mobilne. A cashback? W Polsce uznawany jest niemal za obowiązkowy element, bo pozwala zmniejszyć ryzyko strat. Czy dziwi więc, że platforma zdobyła reputację bezpiecznej i praktycznej alternatywy wobec konkurencji?