ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ନେଇଛନ୍ତି ଓଡ଼ିଆ ଆଇଏଏସ୍ ଅଫିସର ପ୍ରମୋଦ କୁମାର ମିଶ୍ର। ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ ପି.କେ. ମିଶ୍ର ଏହି ଦାୟିତ୍ୱ ନେଇଛନ୍ତି। ସମ୍ବଲପୁର ବାସିନ୍ଦା ପ୍ରମୋଦ ହେଉଛନ୍ତି ୧୯୭୨ ବ୍ୟାଚ୍ ଗୁଜୁରାଟ କ୍ୟାଡର ଆଇଏଏସ୍ ଅଫିସର। ସେ ପୂର୍ବରୁ ଗୁଜରାଟ ସରକାରଙ୍କ ଅଧୀନରେ କାମ କରିସାରିଛନ୍ତି।
ଓଡ଼ିଆ ଆଇଏଏସ୍ ଅଫିସର ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ
Leave a Comment
Leave a Comment
- Advertisement -
