ଭୁବନେଶ୍ୱର: ବରଗଡ଼ ଜିଲ୍ଲା ଅନ୍ତର୍ଗତ ବିଜେପୁର ବିଧାନସଭା ଉପନିର୍ବାଚନ ନିମନ୍ତେ ସୋମବାର ଦିନ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ଠାରୁ ସେପ୍ଟେମ୍ବର ୩୦ ତାରିଖ ଯାଏଁ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ ଚାଲିବ।ଦାଖଲ ହୋଇଥିବା ପ୍ରାର୍ଥୀପତ୍ରଗୁଡ଼ିକୁ ଅକ୍ଟୋବର ୧ ତାରିଖ ଦିନ ଯାଞ୍ଚ କରାଯିବ। ପ୍ରାର୍ଥୀପତ୍ର ଫେରସ୍ତ ନେବାକୁ ଚାହୁଁଥିବା ପ୍ରାର୍ଥୀମାନେ ଅକ୍ଟୋବର ୩ ତାରିଖ ମଧ୍ୟରେ ସେମାନଙ୍କର ପ୍ରାର୍ଥୀପତ୍ର ଫେରସ୍ତ ନେଇ ପାରିବେ।ଅକ୍ଟୋବର ୨୧ ତାରିଖ ସକାଳ ୭ଟାରୁ ସନ୍ଧ୍ୟା ୫ଟା ଯାଏଁ ଭୋଟ୍ ଗ୍ରହଣ କରାଯିବ।
ପ୍ରକାଶ ପାଇଲା ବିଜେପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
