ଭୁବନେଶ୍ୱର : ସୋମବାର ରାଜ୍ୟର ୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ। ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ଏହିସବୁ ଜିଲାକୁ ସତର୍କ ରହିବାକୁ କୁହାଯାଇଛି।
ଘଡ଼ଘଡ଼ି ସହ ବର୍ଷା: ୫ ଜିଲାକୁ ସତର୍କ ସୂଚନା
Leave a Comment
Leave a Comment
- Advertisement -
Stay Connected
Comment
- mostbet_mtpr on ପ୍ରସ୍ତୁତ କରନ୍ତୁ ସୁଗାର ଫ୍ରି ମାଣ୍ଡିଆ ଓଟସ ଲଡୁ ।
- GermanSaf on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- DanielLak on ରାମ ମନ୍ଦିର ମାମଲା : ଅଯୋଧ୍ୟ୍ୟାରେ ଉଦ୍ଧବ ଠାକରେ
- BryanKaP on ରାମ ମନ୍ଦିର ମାମଲା : ଅଯୋଧ୍ୟ୍ୟାରେ ଉଦ୍ଧବ ଠାକରେ
- LeonardDaymn on ବିଜେପୁର: ୩ଦଳର ପ୍ରାର୍ଥୀ ଚୟନ ଉପରେ ନଜର
