ଭୁବନେଶ୍ୱର : ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଅକ୍ଟୋବର ୧୭,୧୮ରେ ବିଜେପୁର ଗସ୍ତ କରିବାର ସମ୍ଭାବନା ରହିଛି। ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ଶେଷ ଆଡକୁ ବିଜେଡି ସଭାପତିଙ୍କ ଗସ୍ତ ସ୍ଥିର କରାଯାଇଛି। ରବିବାର ବରଗଡ ଜିଲାର ସ୍ଥାନୀୟ ବିଜେଡି ପ୍ରତିନିଧି ଏବଂ ରାଜ୍ୟସ୍ତରୀୟ ବରିଷ୍ଠ ନେତାମାନଙ୍କ ମଧ୍ୟରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ହେଲେ ଏ ନେଇ ଦଳ ପକ୍ଷରୁ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇନାହିଁ।
ବିଜେପୁର ଉପନିର୍ବାଚନ : ୧୭,୧୮ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Calvinlen on ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରଚାର ସଭାରୁ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ।
- Vivod iz zapoya na domy_mukt on ଆଜିର ରାଶିଫଳ
- CharlesIteva on ଜିଲ୍ଲା ଅବକାରୀ ବିଭାଗ ଚଢଉ, ୧୬ ଗିରଫ
- Taylorannow on ମୋଦି ଅର୍ଥ ମୁଣା ଏବେ ସହର ମୁହାଁ; ଗାଁ ଚାଷୀ, ମୂଲିଆ ଭକୁଆ !
- GeraldFat on ଗଞ୍ଜାମର ପ୍ରସିଦ୍ଧ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଉପରେ ଲାଗିଲା କଟକଣା
