ଭୁବନେଶ୍ୱର : ଆଜି ବିଶ୍ୱ ଅଣ୍ଡା ଦିବସ । ଏହି ଅବସରରେ ଭୁବନେଶ୍ୱର ଓୟୁଏଟି ପରିସରରେ ଥିବା ଭେଟେନାରି କଲେଜ ପଡିଆରେ ପ୍ରାୟ ୫ହଜାର କୁକୁଡା ଚାଷୀଙ୍କର ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କୃଷମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଏବଂ ଲେୟାର ଫାର୍ମର୍ସ ଆସୋସିଏସିନର ଉପଦେଷ୍ଟା ତଥା ରାଜ୍ୟ ମିଡିଆ ସେଲର ଉପଦେଷ୍ଟା ମାନସ ମଙ୍ଗରାଜ ପ୍ରମୁଖ ଯୋଗ ଦେଇଥିଲେ । ଓଡ଼ିଶାରେ କୁକୁଡ଼ା ଚାଷ ସହିତ ଅଣ୍ଡା ଶିଳ୍ପକୁ ସରକାର ଦେଉଥିବା ପ୍ରୋତ୍ସାହନ ସମ୍ପର୍କରେ ଚାଷୀଙ୍କୁ ଅବଗତ କରାଇଥିଲେ । ଏଥିସହ ଚାଷୀଙ୍କ ବିଭିନ୍ନ ଅସୁବିଧା ଓ ସୁବିଧା ସମ୍ପର୍କରେ ଆଲୋଚନା ହୋଇଥିଲା ।
ଆଜି ବିଶ୍ୱ ଅଣ୍ଡା ଦିବସ
- Advertisement -
Stay Connected
Comment
- buy antibiotics on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- dutasteride topical on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- tetracycline 500mg capsules on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- diflucan for yeast uti on ଦୁର୍ବୃତ୍ତ ଦୁଇ ମନ୍ଦିରରେ ବୁଲାଇଲେ କଳାକନା
- linezolid 600 mg tablet on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.